Romans 16:22 — Compare Translations
7 translations compared side by side
Odia - 1840
"ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ଯ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମ ରେ ନମସ୍କାର କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ପତ୍ରର ଲିପିକାର ତର୍ତ୍ତିୟ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ ଅଟେ। ମୁଁ ମଧ୍ୟ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମରେ ନମସ୍କାର କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹಿ ಚಿಟ್ ಲಿವಲ್ಲೊ ಮಿಯಾ ತೆರ್ಸಿಯುಸ್ಬಿ ತುಮ್ಕಾ ಧನಿಯಾಚ್ಯಾ ನಾವಾನ್ ನಮಸ್ಕಾರ್ ಧಾಡುನ್ ದಿತಾ.