Romans 16:23 — Compare Translations
7 translations compared side by side
Odia - 1840
"ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଓ ସମସ୍ତ ମଣ୍ତଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭ୍ରାତା କ୍ଵାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଆତିଥ୍ୟକାରୀ ଗାୟସ୍, ଯାହାଙ୍କ ଗୃହରେ ଉପାସକମାନେ ଏକତ୍ରିତ ହୁଅନ୍ତି ଏବଂ ଏହି ନଗରୀର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାତ୍ତ ମଧ୍ୟ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಅನಿ ಸಗ್ಳ್ಯಾ ವಿಶ್ವಾಸಾತ್ ಹೊತ್ತ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಅಪ್ನಾಚ್ಯಾ ಘರಾತ್ ಸ್ವಾಗತ್ ಕರ್ತಲೊ ಗಾಯುಸ್ ತುಮ್ಕಾ ನಮಸ್ಕಾರ್ ಧಾಡುನ್ ದಿವ್ಲಾ. ಹ್ಯಾ ಶಾರಾಚೊ, ಪೈಶ್ಯಾಚಿ ಜವಾಬ್ದಾರಿ ಬಗುನ್ ಘೆತಲೊ ಎರಾಸ್ತುಸ್, ಅನಿ ಅಮ್ಚೊ ಭಾವ್ ಕ್ವಾರ್ತುಸ್ ತುಮ್ಕಾ ನಮಸ್ಕಾರ್ ಧಾಡುನ್ ದಿವ್ಲಾ.