Romans 16:24 — Compare Translations

6 translations compared side by side

Odia - 1840
"ଏ ରୀଷ୍ଟ୍ର ନାମକ, ଏହି ନଗରର କୋଷଧ୍ଯକ୍ଷ ଓ କ୍ବାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।]
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ସହବର୍ତ୍ତୀ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।]
Odia IRV 2017 (ଓଡିଆ ବାଇବେଲ)
[ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍‍ ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚಿ ಕುರ್ಪಾ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ರ್‍ಹಾಂವ್ದಿತ್. ಆಮೆನ್.