Romans 16:25 — Compare Translations
7 translations compared side by side
Odia - 1840
"ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଈଶ୍ଵର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ଵ ଅନାଦି କାଳରୁ ଅବ୍ୟକ୍ତ ଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଆସ, ଈଶ୍ୱରଙ୍କୁ ଗୌରବାନ୍ୱିତ କରିବା। ମୁଁ ପ୍ରଚାର କରୁଥିବା ଯୀଶୁ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ଓ ଯୁଗ ଯୁଗ ଧରି ଗୁପ୍ତ ରହିଥିବା ନିଗୂଢ଼ ସତ୍ୟ ଅନୁଯାୟୀ ତୁମ୍ଭମାନଙ୍କ ବିଶ୍ୱାସକୁ ଅଟଳ ରଖିବା ପାଇଁ ଈଶ୍ୱର ସମର୍ଥ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತಾಚ್ಯಾ ವಿಶಯಾತ್ ಸಾಂಗುನ್ ತುಮ್ಕಾ ಕಳ್ವಲ್ಲ್ಯಾ ಬರ್ಯಾ ಖಬ್ರೆಚ್ಯಾ ಸರ್ಕೆ ಜಿವನ್ ಕರುಕ್ ಬಳ್ ಅನಿ ಘಟ್ ಮನ್ ದಿತಲ್ಯಾ ದೆವಾಕ್ ಮಹಿಮಾ ಹೊಂವ್ದಿತ್! ಜೆಜು ಕ್ರಿಸ್ತಾಚ್ಯಾ ವಿಶಯಾತ್ ಮಿಯಾ ಪರ್ಗಟ್ ಕರಲ್ಲ್ಯಾ ಸಾರ್ಕೆ ಲೈ ಕಾಲಾಂಚ್ಯಾ ಫಾಟಿ ಘುಟಾನ್ ಧಾಪುನ್ ಥವಲ್ಲಿ ಮಾಂಡಾವಳುಚ್ ಹಿ ಬರಿ ಖಬರ್.