Romans 16:27 — Compare Translations

7 translations compared side by side

Odia - 1840
"ଯୀଶୁ ଖ୍ରୀଷ୍ଟଙ୍କ ଜରିଆ ରେ ଏକ ମାତ୍ର ଜ୍ଞାନବାନ ପରମେଶ୍ବରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ଯାପ୍ତ ରହୁ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ଵରଙ୍କ ଗୌରବ ହେଉ । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସର୍ବଜ୍ଞାତା ଏକମାତ୍ର ଈଶ୍ୱର ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ୱରଙ୍କ ଗୌରବ ହେଉ । ଆମେନ୍‍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ಲ್ಯಾಚ್, ಸಗ್ಳೆ ಗೊತ್ತ್ ಹೊತ್ತ್ಯಾ ದೆವಾಕ್, ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಸದಾ ಸರ್ವತಾಕ್ ಮಹಿಮಾ ಹೊಂವ್ದಿತ್, ಆಮೆನ್.