Romans 16:3 — Compare Translations
7 translations compared side by side
Odia - 1840
"ପ୍ରୀସ୍କା ଓ ଆକ୍ବିଲାଙ୍କୁ ମାରେନମସ୍କାର। ସମାନେେ ଖ୍ରୀଷ୍ଟ ଯୀଶୁଙ୍କ କାମ ରେ ମାରେ ସହକର୍ମୀ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ଵିଲାଙ୍କୁ ନମସ୍କାର ଜଣାଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯୀଶୁଙ୍କ ସେବାରେ ମୋର ସହକର୍ମୀ ପ୍ରିସ୍କିଲା ଓ ଆକ୍ୱିଲାଙ୍କୁ ମୋର ନମସ୍କାର ଜଣାଇବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରୀସ୍କା ଓ ଆକ୍ୱିଲାଙ୍କୁ ମୋର ନମସ୍କାର। ସେମାନେ ଖ୍ରୀଷ୍ଟ ଯୀଶୁଙ୍କ କାମରେ ମୋର ସହକର୍ମୀ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತಾಚ್ಯಾ ಸೆವೆತ್ ಮಾಜೆ ವಾಂಗ್ಡಿ ಹೊವ್ನ್ ಹೊತ್ತ್ಯಾ ಪ್ರಿಸ್ಕಿಲ್ಲಾಕ್ ಅನಿ ಅಕ್ವಿಲಾಕ್ ಮಿಯಾ ಇಚಾರ್ಲಾ ಮನುನ್ ಸಾಂಗಾ.