Romans 16:4 — Compare Translations

7 translations compared side by side

Odia - 1840
"ସମାନେେ ମାରେ ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦ ରେ ପକାଇ ଥିଲେ। ମୁଁ ସମାନଙ୍କେ ପ୍ରତି କୃତଜ୍ଞ। କବଳେ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ଯ ସମାନଙ୍କେ ପ୍ରତି କୃତଜ୍ଞ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ବିଜାତିମାନଙ୍କ ମଣ୍ତଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ମୋ’ ପାଇଁ ନିଜ ଜୀବନକୁ ବିପନ୍ନ କରିଛନ୍ତି। କେବଳ ମୁଁ ନୁହେଁ, ସମସ୍ତ ଅଣଇହୁଦୀ ମଣ୍ଡଳୀ ତାଙ୍କଠାରେ କୃତଜ୍ଞ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೊ ಜಿವ್ ರಾಕುಸಾಟ್ನಿ ಅಪ್ನಾಚೊ ಜಿವ್ ಅಪಾಯಾತ್ ಘಾಲುಕ್ ಸೈತ್ ತೆನಿ ಫಾಟಿ-ಫಿಡೆ ಬಗುಕ್‍ನ್ಯಾತ್. ಜುದೆವ್ ನ್ಹಯ್ ಅಸಲ್ಲ್ಯಾ ಲೊಕಾಂಚೆ ದೆವಾಕ್ ವಿಶ್ವಾಸ್ ಕರಲ್ಲೆ ಸಗ್ಳೆ ತಾಂಡೆಬಿ ತೆನಿ ಕರಲ್ಲ್ಯಾ ಉಪ್ಕಾರಾಚಿ ಯಾದ್ ಕಾಡ್ತ್ಯಾತ್.