Romans 16:6 — Compare Translations
7 translations compared side by side
Odia - 1840
"ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଙ୍ଗଳ ପାଇଁ ଅକ୍ଳାନ୍ତ ପରିଶ୍ରମ କରିଥିବା ମରିୟମଙ୍କୁ ମୋର ନମସ୍କାର।
Odia Bible ERV 2004 (ପବିତ୍ର ବାଇବଲ)
ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମରିୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾಸಾಟ್ನಿ ವಿಶೆಸ್ ರಿತಿಚಿ ಕಸ್ಟ್ ಸೊಸಲ್ಲ್ಯಾ ಮಾರಿಯಕ್ ಮಾಜೊ ನಮಸ್ಕಾರ್.