Romans 16:7 — Compare Translations
7 translations compared side by side
Odia - 1840
"ଆନ୍ଦ୍ରନିକ ଓ ୟୂନିଯାଙ୍କୁ ନମସ୍କାର। ସମାନେେ ମାରେ ଜ୍ଞାତି, ଓ ସମାନେେ ମାେ ସହିତ ବନ୍ଦୀ ହାଇେ କାରଗା ରେ ଥିଲେ। ସମାନେେ ପରମେଶ୍ବରଙ୍କ ଅତି ପ୍ରସିଦ୍ଧ କାର୍ୟ୍ଯକର୍ତ୍ତା ଓ ମାଠାରୁେ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସ୍ଵଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆନ୍ଦ୍ରୋନିକସ୍ ଓ ୟୁନିୟାଙ୍କୁ ମୋର ଅଭିବାଦନ। ଏ ଦୁଇ ଜଣ ଇହୁଦୀ ମୋ’ ସହିତ ବନ୍ଦୀଶାଳାରେ ଥିଲେ। ମୋ’ ପୂର୍ବରୁ ସେମାନେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିଲେ ଓ ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ସେମାନେ ସୁପରିଚିତ।
Odia Bible ERV 2004 (ପବିତ୍ର ବାଇବଲ)
ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା ଓ ମୋ’ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ವಾಂಗ್ಡಾ ಬಂಧಿಖಾನ್ಯಾತ್ ಹೊತ್ತ್ಯಾ ಮಾಜ್ಯಾಚ್ ಕುಳಿಚ್ಯಾ ಅಂದ್ರೊನಿಕಾಕ್ ಅನಿ ಜುನಿಯಾಕ್ ಮಾಜೊ ನಮಸ್ಕಾರ್, ತೆಂಚಿ ನಾವಾ ಧರ್ಮದುತಾನಿಕ್ಡೆ ಸೈತ್ ಗೆಲ್ಲಿ ಅನಿ ತೆನಿ ಮಾಜೆನ್ಕಿ ಅದ್ದಿಚ್ ಕ್ರಿಸ್ತಾಂವ್ ಹೊಲ್ಲೆ.