Romans 16:8 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କ ଠା ରେ ସ୍ଥିତ ମାରେ ପ୍ରିୟ ମାତ୍ର ଆମ୍ପ୍ଲିଯାତାଙ୍କୁ ନମସ୍କାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ସହିତ ପ୍ରଭୁଙ୍କ ସାହଚର୍ଯ୍ୟ ଉପଭୋଗ କରୁଥିବା ମୋର ପ୍ରିୟ ବନ୍ଧୁ ଆମ୍ପ୍ଲିୟାତଙ୍କୁ ମୋର ଶୁଭେଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କଠାରେ ସ୍ଥିତ ମୋର ପ୍ରିୟ ମିତ୍ର ଆମ୍ପ୍ଲିୟାତାଙ୍କୁ ନମସ୍କାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ಕಾಮಾತ್ ಮಾಜೊ ದೊಸ್ತ್ ಹೊವ್ನ್ ಹೊತ್ತ್ಯಾ ಅಂಪ್ಲಿಯಾತಾಕ್ಬಿ ಮಾಜೊ ನಮಸ್ಕಾರ್,