Romans 16:9 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କ ସବୋ ବିଷୟ ରେ ଆମ୍ଭର ସହକର୍ମୀ ଉର୍ବୀଣ ଓ ମାରେ ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମାରେ ନମସ୍କାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ସେବାରେ ମୋର ସହକର୍ମୀ ଉର୍ବାନେ ଓ ମୋର ପ୍ରିୟ ବନ୍ଧୁ ସ୍ତାଖୀୟଙ୍କୁ ମଧ୍ୟ ମୋର ନମସ୍କାର।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ସେବା ବିଷୟରେ ଆମ୍ଭର ସହକର୍ମୀ ଉର୍ବାଣ ଓ ମୋର ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମୋର ନମସ୍କାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚ್ಯಾ ಸೆವಾಚ್ಯಾ ಕಾಮಾತ್ ಮಾಜ್ಯಾ ವಾಂಗ್ಡಾ ಕಾಮ್ ಕರಲ್ಲ್ಯಾ ಉರ್ಬಾನಾಕ್ ಅನಿ ಮಾಜ್ಯಾ ಪ್ರಿತಿಚ್ಯಾ ದೊಸ್ತಾ ಸಾಖುಸಾಕ್ ಅನಿ ಮಾಜೊ ನಮಸ್ಕಾರ್.