Romans 2:1 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେକେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ; କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହିପ୍ରକାର କର୍ମ କରୁଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବନ୍ଧୁ, ତୁମେ କଅଣ ଅନ୍ୟମାନଙ୍କର ବିଚାର କରୁଛ? ତୁମେ ଯେ କୌଣସି ବ୍ୟକ୍ତି ହେଲେ ମଧ୍ୟ, ଏହା କରିବା ତୁମ ପକ୍ଷରେ ଯଥାର୍ଥ ନୁହେଁ। ଅନ୍ୟମାନଙ୍କର ଦୋଷ ଧରି ତୁମେ ଯଦି ନିଜେ ତାହା କରୁଥାଅ, ତଦ୍ଦ୍ୱାରା ତୁମେ ନିଜକୁ ଦୋଷୀ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବିଗ୍ଭର କରନ୍ତୁ ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା’ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂಚ್ಯಾ ವಿಶಯಾತ್ನಿ ನಿರ್ನಯ್ ಕರ್ತಲ್ಯಾ ಮಾಜ್ಯಾ ದೊಸ್ತಾ, ತಿಯಾ ಕೊನ್ ಬಿ ರ್ಹಾಂವ್ದಿತ್, ತುಕಾ ಮಾಪಿ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್, ದುಸ್ರ್ಯಾಂಚ್ಯಾ ಭುತ್ತುರ್ ಚುಕಾ ಹುಡಕ್ತಲ್ಯಾ ತುಕಾ ತಿಯಾಚ್ ಚುಕಿದಾರ್ ಮನುನ್ ನಿರ್ನಯ್ ಕರುನ್ ಘೆಟ್ಲ್ಯಾ ಸಾರ್ಕೆ ಹೊಲೆ. ಅನಿ ಎಕ್ಲ್ಯಾಂಚ್ಯಾ ಚುಕಾ ಹುಡಕ್ತಲೊ ತಿಯಾಬಿ ತೆನಿ ಕರಲ್ಲಿಚ್ ಕಾಮಾ ಕರ್ತೆಯ್.