Romans 2:10 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବର, ଭଲ କାମ କରୁଥିବା ପ୍ରେତ୍ୟକକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁମାନେ ସତ୍କର୍ମ କରୁଥାଆନ୍ତି, ସେମାନେ ଇହୁଦୀ ହୁଅନ୍ତୁ, ଅଣଇହୁଦୀ ହୁଅନ୍ତୁ, ସେମାନଙ୍କୁ ଈଶ୍ୱର ସମ୍ମାନ, ଗୌରବ ଓ ଶାନ୍ତି ପ୍ରଦାନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର, ଭଲ କାମ କରୁଥିବା ପ୍ରତ୍ୟେକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವ್ ಬರೆ ಕರಲ್ಲ್ಯಾ ಸಗ್ಳ್ಯಾಕ್ನಿ ಪಯ್ಲೆ ಜುದೆವಾಕ್ನಿ ಅನಿ ತಸೆಚ್ ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ಮಹಿಮಾ, ಮಾನ್, ಅನಿ ಶಾಂತಿ ದಿತಾ.