Romans 2:12 — Compare Translations
7 translations compared side by side
Odia - 1840
"ଯେଉଁ ଲୋକମାନେ ବ୍ଯବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ଯବସ୍ଥା ବିଷୟ ରେ ଶୁଣି ନାହାଁନ୍ତି, ପାପ କର୍ମ କଲା ବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ଯବସ୍ଥା ଜାଣି ନାହାଁନ୍ତି ଓ ପାପ କରୁଛନ୍ତି, ସମାନେେ ନଷ୍ଟ ହାଇେ ଯିବେ ଓ ସହେି ପରି, ଯେଉଁମାନେ ବ୍ଯବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ଯବସ୍ଥା ଅନୁସାରେ ସମାନଙ୍କେର ନ୍ଯାୟବିଚ଼ାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେତେ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅଣଇହୁଦୀମାନେ ମୋଶାଲିଖିତ ବ୍ୟବସ୍ଥା ପାଇ ନାହାନ୍ତି। ବ୍ୟବସ୍ଥାବିହୀନ ହୋଇ ପାପ କଲେ, ସେମାନେ ବିନା ବ୍ୟବସ୍ଥାରେ ବିନଷ୍ଟ ହେବେ। ଅନ୍ୟ ପକ୍ଷରେ ଇହୁଦୀମାନେ ବ୍ୟବସ୍ଥା ଜାଣିଥିବାରୁ, ସେମାନେ ପରପ କଲେ, ସେହି ବ୍ୟବସ୍ଥା ଅନୁଯାୟୀ ଦଣ୍ଡନୀୟ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ବ୍ୟବସ୍ଥା ଜାଣିଛନ୍ତି ଓ ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ ଶୁଣି ନାହାନ୍ତି, ପାପ କର୍ମ କଲାବେଳେ ସମସ୍ତେ ସମାନ। ଲୋକେ ଯେଉଁମାନେ ବ୍ୟବସ୍ଥା ଜାଣି ନାହାନ୍ତି ଓ ପାପ କରୁଛନ୍ତି, ସେମାନେ ନଷ୍ଟ ହୋଇ ଯିବେ ଓ ସେହିପରି, ଯେଉଁମାନେ ବ୍ୟବସ୍ଥା ଜାଣିଛନ୍ତି ଓ ପାପ କରୁଛନ୍ତି, ବ୍ୟବସ୍ଥା ଅନୁସାରେ ସେମାନଙ୍କର ନ୍ୟାୟବିଗ୍ଭର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ಮೊಯ್ಜೆಚೆ ಖಾಯ್ದೆ ನಾತ್; ತೆನಿ ಪಾಪ್ ಕರ್ಲ್ಯಾನಿ ಅನಿ ಖಾಯ್ದ್ಯಾನಿತ್ನಾ ಚುಕ್ವುನ್ ಘೆಟ್ಲ್ಯಾನಿ. ಜುದೆವಾಕ್ನಿ ಖಾಯ್ದೆ ಹಾತ್; ತೆನಿ ಪಾಪ್ ಕರ್ಲ್ಯಾನಿ ಅನಿ ಖಾಯ್ದ್ಯಾ ಸರ್ಕೆ ತೆಂಚಿ ಝಡ್ತಿ ಕರುನ್ ಹೊತಾ.