Romans 2:13 — Compare Translations
7 translations compared side by side
Odia - 1840
"ବ୍ଯବସ୍ଥାକୁ କବଳେ ଶୁଣିଥିଲେ କହେି ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ପାରିବ ନାହିଁ। ବ୍ଯବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ଯବସ୍ଥା, ଲୋକମାନଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ନୁହନ୍ତି, କିନ୍ତୁ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ କେବଳ ବ୍ୟବସ୍ଥା ଶୁଣିବା ଦ୍ୱାରା ଲୋକେ ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ବିବେଚିତ ହୋଇପାରନ୍ତି ନାହିଁ, କିନ୍ତୁ ବ୍ୟବସ୍ଥା ପାଳନ କରିବା ଦ୍ୱାରା।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥାକୁ କେବଳ ଶୁଣିଥିଲେ କେହି ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ପାରିବ ନାହିଁ। ବ୍ୟବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ୟବସ୍ଥା, ଲୋକମାନଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಲಿ ಖಾಯ್ದೆ ಆಯ್ಕಲ್ಲ್ಯಾ ವೈನಾ ಲೊಕಾ ದೆವಾಚ್ಯಾ ನದ್ರೆತ್ ಭಕ್ತಿವಂತ್ ಹೊಯ್ನ್ಯಾತ್, ಖಾಯ್ದ್ಯಾತ್ನಿ ಕಾಯ್ ಸಾಂಗಲ್ಲೆ ಹಾಯ್ ತೆ ಪಾಳಲ್ಲ್ಯಾ ವೈನಾ ಲೊಕಾ ನಿತಿವಂತ್ ಹೊತ್ಯಾತ್.