Romans 2:14 — Compare Translations
7 translations compared side by side
Odia - 1840
"ଅଣ ଯିହୂଦୀମାନଙ୍କର କୌଣସି ବ୍ଯବସ୍ଥା ନାହିଁ। କିନ୍ତୁ ଯେତବେେଳେ ସମାନେେ ସ୍ବାଭାବିକ ଭାବରେ ବ୍ଯବସ୍ଥା ଅନୁଯାଯୀ ନଜାଣି ମଧ୍ଯ କାମ କରନ୍ତି, ସେତବେେଳେ ସଗେୁଡ଼ିକ ହିଁ ବ୍ଯବସ୍ଥା ହାଇଯୋଏ। ସମାନଙ୍କେର ବ୍ଯବସ୍ଥା ନଥିଲେ ମଧ୍ଯ ଏହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ବିଜାତିମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ଵାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ଵରୂପ ଅଟନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଅଣଇହୁଦୀମାନଙ୍କର ବ୍ୟବସ୍ଥା ନାହିଁ, କିନ୍ତୁ ଯଦି ସେମାନେ ସ୍ୱଭାବତଃ ବ୍ୟବସ୍ଥାର ବିଧିବିଧାନ ପାଳନ କରନ୍ତି, ତାହା ହିଁ ସେମାନଙ୍କର ବ୍ୟବସ୍ଥା ସ୍ୱରୂପ।
Odia Bible ERV 2004 (ପବିତ୍ର ବାଇବଲ)
ଅଣଯିହୂଦୀମାନଙ୍କର କୌଣସି ବ୍ୟବସ୍ଥା ନାହିଁ। କିନ୍ତୁ ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥା ଅନୁଯାୟୀ ନ ଜାଣି ମଧ୍ୟ କାମ କରନ୍ତି, ସେତେବେଳେ ସେଗୁଡ଼ିକ ହିଁ ବ୍ୟବସ୍ଥା ହୋଇଯାଏ। ସେମାନଙ୍କର ବ୍ୟବସ୍ଥା ନ ଥିଲେ ମଧ୍ୟ ଏହା ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଅଣଯିହୁଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଅଣଯିହୂଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಕ್ನಿ ಖಾಯ್ದೆ ನಾತ್; ಖರೆ ತೆಂಕಾ ಖಾಯ್ದೆ ನಸ್ಲ್ಯಾರ್ಬಿ ತೆನಿ ಖಾಯ್ದ್ಯಾತ್ನಿ ಸಾಂಗಲ್ಲ್ಯಾ ಸರ್ಕೆಚ್ ಚಲ್ತ್ಯಾತ್ ಅಶೆ ತೆಂಚೊ ಭುತ್ತುರ್ಲೊ ಮನುಚ್ ತೆಂಕಾ ಖಾಯ್ದೊ ಹೊವ್ನ್ ಹಾತ್.