Romans 2:16 — Compare Translations

7 translations compared side by side

Odia - 1840
"ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦିନରେ ଈଶ୍ଵର ମୋହର ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଦିନ ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଏ ସବୁ ଘଟିବ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦିନ ପରମେଶ୍ୱର ଲୋକମାନଙ୍କ ଭିତରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ୟାୟବିଗ୍ଭର କରିବେ ସେହି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଗ୍ଭର ଲୋକମାନଙ୍କୁ କହୁଛି, ତାହା କୁହେ ଯେ, ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା, ଲୋକମାନଙ୍କର ନ୍ୟାୟବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಶೆ, ಮಿಯಾ ಸಾಂಗಲ್ಲ್ಯಾ ಬರ್‍ಯಾ ಖಬ್ರೆಚ್ಯಾ ಸಾರ್ಕೆ ತ್ಯಾ ದಿಸಿ ದೆವ್ ಜೆಜು ಕ್ರಿಸ್ತಾ ವೈನಾ ಸಗ್ಳ್ಯಾ ಲೊಕಾಂಚ್ಯಾ ಘುಟಾನಿ ಹೊತ್ತ್ಯಾ ಯವ್ಜನ್ಯಾಂಚಿ ಇಚಾರ್‍ನಿ ಕರ್‍ತಾ.