Romans 2:17 — Compare Translations
7 translations compared side by side
Odia - 1840
"ତୁମ୍ଭ ବିଷୟ ରେ କଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ଯବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ଵରଙ୍କଠାରେ ଗର୍ବ କରୁଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ନିଜକୁ ଇହୁଦୀ ବୋଲାଉଛ, ବ୍ୟବସ୍ଥା ଉପରେ ନିର୍ଭର କରି ଓ ଈଶ୍ୱରଙ୍କ ସହିତ ନିଜ ସମ୍ପର୍କ ନେଇ ଗର୍ବ କରୁଛ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ଓ ବ୍ୟବସ୍ଥା ତୁମ୍ଭ ବିଷୟରେ କ’ଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ୟବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ତୁମ୍ଭେ ଯିହୂଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ୱରଙ୍କଠାରେ ଗର୍ବ କରୁଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ತುಕಾಚ್ ಜುದೆವ್ ಮನುನ್ ಘೆತಲ್ಯಾ, ತಿಯಾ ಮೊಯ್ಜೆಚ್ಯಾ ಖಾಯ್ದ್ಯಾಂಚ್ಯಾ ವರ್ತಿ ಠಿಕುನ್ ಹಾಸ್, ಅನಿ ತುಜ್ಯಾ ದೆವಾಚ್ಯಾ ವಿಶಯಾತ್ ತಿಯಾ ಮೊಟೆಪಾನ್ ಸಾಂಗ್ತೆಯ್,