Romans 2:19 — Compare Translations

7 translations compared side by side

Odia - 1840
"ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ଯ ମାର୍ଗ ବିଷୟ ରେ ଜାଣନ୍ତି ନାହିଁ, ତୁମ୍ଭେ ସମାନଙ୍କେର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାର ରେ ଅଛନ୍ତି ସମାନଙ୍କେ ପାଇଁ ତୁମ୍ଭେ ଆଲୁଅ ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ନିଶ୍ଚିତଭାବେ ଜାଣିଛ, ଯେ ତୁମ୍ଭେମାନେ ଅନ୍ଧର ପଥ ପ୍ରଦର୍ଶକ, ଅନ୍ଧକାରରେ ଥିବା ଲୋକମାନଙ୍କ ପାଇଁ ଆଲୋକ ସ୍ୱରୂପ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ୟ ମାର୍ଗ ବିଷୟରେ ଜାଣନ୍ତି ନାହିଁ, ତୁମ୍ଭେ ସେମାନଙ୍କର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାରରେ ଅଛନ୍ତି ସେମାନଙ୍କ ପାଇଁ ତୁମ୍ଭେ ଆଲୁଅ ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
Odia IRV 2017 (ଓଡିଆ ବାଇବେଲ)
ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಎಕ್ಲೊ ಕುಡ್ಡ್ಯಾಕ್ ವಾಟ್ ದಾಕ್ವುತಲೊ, ಅನಿ ಕಾಳ್ಕಾತ್ ಚಲ್ತಲ್ಯಾಕ್ನಿ ಎಕ್ ಉಜ್ವೊಡ್ ಮನ್ತಲೆ ತುಕಾ ಗೊತ್ತ್ ಹಾಯ್.