Romans 2:20 — Compare Translations

7 translations compared side by side

Odia - 1840
"ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସମାନଙ୍କେୁ ସତ୍ଯ ଦଖାଇେ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ଯ ଶିଖିବା ଆବଶ୍ଯକ, ସମାନଙ୍କେର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖ ରେ ବ୍ଯବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁ କିଛି ଜାଣିଛ ଓ ତୁମ୍ଭ ପାଖ ରେ ସତ୍ଯ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂସ୍କାରକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ଵାସ କରୁଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ନିର୍ବୋଧମାନଙ୍କର ଉପଦେଷ୍ଟା, ଅଜ୍ଞମାନଙ୍କର ଶିକ୍ଷକ। ତୁମ୍ଭମାନଙ୍କର ବିଶ୍ୱାସ ଯେ, ବ୍ୟବସ୍ଥାରୁ ତୁମ୍ଭେମାନେ ସମ୍ପୂର୍ଣ୍ଣ ସତ୍ୟ ଓ ଜ୍ଞାନ ଲାଭ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଭାବୁଛ ଯେ, ଯେଉଁମାନେ ମୁର୍ଖ, ସେମାନଙ୍କୁ ସତ୍ୟ ଦେଖାଇ ପାରିବ। ଏବଂ ତୁମ୍ଭେ ଭାବୁଛ ଯେ, ଯେଉଁମାନଙ୍କର ଏବେ ମଧ୍ୟ ଶିଖିବା ଆବଶ୍ୟକ, ସେମାନଙ୍କର ତୁମ୍ଭେ ଶିକ୍ଷକ। ତୁମ୍ଭ ପାଖରେ ବ୍ୟବସ୍ଥା ଅଛି, ସେଥିପାଇଁ ତୁମ୍ଭେ ଭାବୁଛ ଯେ ତୁମ୍ଭେ ସବୁକିଛି ଜାଣିଛ ଓ ତୁମ୍ଭ ପାଖରେ ସତ୍ୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಪಿಶ್ಯಾಕ್ ಬುದ್ ಸಾಂಗ್ತಲೊ, ವಳಕ್‍ ನಸಲ್ಲ್ಯಾ ಲೊಕಾಕ್ನಿ ಎಕ್ ಶಿಕ್ಚುತಲೊ ತಿಯಾ. ತುಕಾ ಖಾಯ್ದ್ಯಾಚ್ಯಾ ವಿಶಯಾತ್ ಸಗ್ಳೆ ಗೊತ್ತ್ ಹಾಯ್, ಖಾಯ್ದ್ಯಾನಿತ್ಲೆ ಖರೆ ಅನಿ ತೆಂಚೊ ಸಗ್ಳೊ ಅರ್ತ್ ತುಕಾ ಗೊತ್ತ್ ಹಾಯ್.