Romans 2:21 — Compare Translations

7 translations compared side by side

Odia - 1840
"ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଚେ଼ାରୀକରନାହିଁ। କିନ୍ତୁ ତୁମ୍ଭେ ନିଜେ ଚେ଼ାରୀ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଅନ୍ୟମାନଙ୍କୁ ଶିକ୍ଷା ଦେଉଛ, କିନ୍ତୁ ନିଜେ କାହିଁକି ଶିକ୍ଷା ଲାଭ କରୁ ନାହଁ? “ଚୋରି କର ନାହିଁ” ବୋଲି ଶିକ୍ଷା ଦେଇ ନିଜେ ଚୋରି କରୁଛ କି?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉ ନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଗ୍ଭେରି କର ନାହିଁ। କିନ୍ତୁ ତୁମ୍ଭେ ନିଜେ ଗ୍ଭେରି କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯଦି ତୁମ୍ଭେ ଯେ ପରକୁ ଶିକ୍ଷା ଦେଉଅଛ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ದುಸ್ರ್ಯಾಕ್ನಿ ಶಿಕ್ವುತೆ, ತಿಯಾ ತುಕಾಚ್ ಕಶ್ಯಾಕ್ ಶಿಕ್ವಿನೆಯ್‍? “ಚೊರುನಕೊ” ಮನುನ್ ತಿಯಾ ಶಿಕ್ವುತೆಯ್, ಖರೆ ತಿಯಾಚ್ ಚೊರ್ತೆ ಕಾಯ್?