Romans 2:23 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ମନ୍ଦିରରୁ ଚେ଼ାରୀ କରୁଛ। ତୁମ୍ଭେ ପରମେଶ୍ବରଙ୍କ ବ୍ଯବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସହେି ବ୍ଯବସ୍ଥା ଭଙ୍ଗ କରି ପରମେଶ୍ବରଙ୍କୁ ଲଜ୍ଜା ଦେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ବ୍ୟବସ୍ଥା ଲଙ୍ଘନ ଦ୍ଵାରା ତୁମ୍ଭେ କି ଈଶ୍ଵରଙ୍କୁ ଅନାଦର କରୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଈଶ୍ୱରଙ୍କ ବ୍ୟବସ୍ଥା ପାଇଛ ବୋଲି ଗର୍ବ କରୁଛ, କିନ୍ତୁ ତାକୁ ଲଙ୍ଘନ କରି ଈଶ୍ୱରଙ୍କୁ ଅପମାନିତ କରୁଛ କି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ମନ୍ଦିରରୁ ଗ୍ଭେରି କରୁଛ। ତୁମ୍ଭେ ପରମେଶ୍ୱରଙ୍କ ବ୍ୟବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସେହି ବ୍ୟବସ୍ଥା ଭଙ୍ଗ କରି ପରମେଶ୍ୱରଙ୍କୁ ଲଜ୍ଜା ଦେଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ବରଙ୍କୁ ଅନାଦର କରୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ୱରଙ୍କୁ ଅନାଦର କରୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ದೆವಾಚ್ಯಾ ಖಾಯ್ದ್ಯಾಂಚ್ಯಾ ವಿಶಯಾತ್ ಮೊಟೆಪಾನ್ ಸಾಂಗ್ತೆ, ಖರೆ ಖಾಯ್ದೊ ಮೊಡುನ್ ತಿಯಾ ದೆವಾಕ್ ಅವ್ಮಾನ್ ಕರಿನೆ ಕಾಯ್?