Romans 2:24 — Compare Translations
7 translations compared side by side
Odia - 1840
"ପବିତ୍ର-ଶାସ୍ତ୍ର ରେ ଲଖାେ ଅଛି, ଅଣ ଯିହୂଦୀମାନେ ପରମେଶ୍ବରଙ୍କ ବିଷୟ ରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ବିଜାତିମାନଙ୍କ ମଧ୍ୟରେ ଈଶ୍ଵରଙ୍କ ନାମ ନିନ୍ଦିତ ହେଉଅଛି ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଉଲ୍ଲେଖ ଅଛି, “ତୁମ୍ଭମାନଙ୍କ ଯୋଗୁଁ ଅଣଇହୁଦୀମାନଙ୍କ ମଧ୍ୟରେ ଈଶ୍ୱର ନିନ୍ଦିତ ହେଉଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର-ଶାସ୍ତ୍ରରେ ଲେଖା ଅଛି, “ଅଣଯିହୂଦୀମାନେ ପରମେଶ୍ୱରଙ୍କ ବିଷୟରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି ଲେଖା ଅଛି, "ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱରଙ୍କ ନାମ ନିନ୍ଦିତ ହେଉଅଛି ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ, “ಜುದೆವಾನು ತುಮ್ಕಾ ಲಾಗುನ್ ಜುದೆವ್ ನ್ಹಯ್ ಹೊತ್ತಿ ಲೊಕಾ ದೆವಾಚ್ಯಾ ವಿಶಯಾತ್ ಬುರ್ಶೆ ಬೊಲ್ತ್ಯಾತ್”.