Romans 2:25 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭେ ବ୍ଯବସ୍ଥା ପାଳନ କରୁଛ, ତା ହେଲେ ତୁମ୍ଭର ସୁନ୍ନତ ହବୋର ମୂଲ୍ଯ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ଯବସ୍ଥା ଭଙ୍ଗ କରୁଛ ତା ହେଲେ ତୁମ୍ଭେ ସୁନ୍ନତ ନ ହବୋ ସହିତ ସମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ୍ ଲାଭଜନକ, କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ୍ ଅସୁନ୍ନତରେ ପରିଣତ ହୁଏ ।ଗାଲା. ୫:୩
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ବ୍ୟବସ୍ଥା ପାଳନ କରୁଥାଅ; ତୁମ୍ଭମାନଙ୍କର ସୁନ୍ନତ ସଂସ୍କାରର ମୂଲ୍ୟ ଅଛି। କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତୁମ୍ଭେମାନେ ସୁନ୍ନତ ହୋଇ ନ ଥିବା ଲୋକମାନଙ୍କ ସହିତ ସମାନ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କରୁଛ, ତା’ହେଲେ ତୁମ୍ଭର ସୁନ୍ନତ ହେବାର ମୂଲ୍ୟ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥା ଭଙ୍ଗ କରୁଛ ତା’ହେଲେ ତୁମ୍ଭେ ସୁନ୍ନତ ନ ହେବା ସହିତ ସମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಖಾಯ್ದ್ಯಾಂಚ್ಯಾ ಸಾರ್ಕೆ ಚಲ್ಲ್ಯಾರ್, ತುಜ್ಯಾ ಸುನ್ನತಿಕ್ ಕಿಮ್ಮತ್ ಹಾಯ್; ತಿಯಾ ಖಾಯ್ದ್ಯಾಂಚ್ಯಾ ಸಾರ್ಕೆ ಚಲಿನಸ್ಲ್ಯಾರ್, ತಿಯಾ ಸುನ್ನತ್ ಕರುನ್ ಘೆವ್ನ್ ಬಿ ಕರುನ್ ಘೆಯ್ನಸಲ್ಲ್ಯಾರ್ ಸಾರ್ಕೆ ಹೊಲೆ.