Romans 2:29 — Compare Translations
7 translations compared side by side
Odia - 1840
"ଜଣେ ଲୋକ ଯଦି ପ୍ରକୃତ ରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟ ରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ବାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟ ରେ ଆତ୍ମା ଦ୍ବାରା ସୁନ୍ନତ ହାଇେଥାଏ ସେ ପରମେଶ୍ବରଙ୍କ ଠାରୁ ପ୍ରଶଂସା ପାଏ, ମଣିଷମାନଙ୍କ ଠାରୁ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ଵରଙ୍କଠାରୁ ପ୍ରାପ୍ତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଅନ୍ତରରେ ଇହୁଦୀ, ସେ ହେଉଛି ପ୍ରକୃତ ଇହୁଦୀ। ପ୍ରକୃତ ସୁନ୍ନତ ହୃଦୟର ବିଷୟ; ତାହା ଆଧ୍ୟାତ୍ମିକ, ଆକ୍ଷରିକ ନୁହେଁ। ଏପରି ବ୍ୟକ୍ତି ମନୁଷ୍ୟଠାରୁ ପ୍ରଶଂସା ପାଇ ନ ପାରେ; ସେ ତାହା ପାଏ ଈଶ୍ୱରଙ୍କଠାରୁ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅନ୍ତରରେ ଯେ ଯିହୂଦୀ, ସେ ଯିହୂଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରିଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೊ ಜುದೆವ್ ಮಟ್ಲ್ಯಾರ್, ಭುತ್ತುರ್ಲ್ಯಾ ಬಾಜುನ್ ಖರೊ ಹೊವ್ನ್ ರ್ಹಾವ್ಕ್ ಪಾಜೆ, ತೆಚೊ ಮನ್ ಸುನ್ನತ್ ಕರಲ್ಲೊ ರ್ಹಾತಾ, ಅನಿ ಹೆ ದೆವಾಚ್ಯಾ ಆತ್ಮ್ಯಾಚೆ ಕಾಮ್, ಲಿವಲ್ಲ್ಯಾ ಖಾಯ್ದ್ಯಾಚೆ ಕಾಮ್ ನ್ಹಯ್ ಹೆ ಅಸ್ಲ್ಯಾ ಮಾನ್ಸಾಕ್ ದೆವಾಕ್ನಾ ಶಬಾಸ್ಕಿ ಗಾವ್ತಾ, ಮಾನ್ಸಾನಿಕ್ನಾ ನ್ಹಯ್.