Romans 2:3 — Compare Translations

7 translations compared side by side

Odia - 1840
"ତୁମ୍ଭେଭୁଲକାମ କରୁଥିବା ଲୋକଙ୍କର ନ୍ଯାୟବିଚ଼ାର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ଯ ସହେି ଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ବର ନିଶ୍ଚିତ ଭାବରେ ତୁମ୍ଭର ନ୍ଯାୟବିଚ଼ାର କରିବେ। ତୁମ୍ଭେ ବିଚ଼ାରରୁ ରକ୍ଷା ପାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହେ ମନୁଷ୍ୟ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହିପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ଵରଙ୍କ ବିଚାରରୁ ପଳାୟନ କରି ପାର ବୋଲି କଅଣ ମନେ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ କୁକର୍ମ ଲାଗି ତୁମେ ଅନ୍ୟମାନଙ୍କୁ ଦୋଷୀ କରୁଛ, ତା’ ଯଦି ତୁମେ ନିଜେ କରୁଥାଅ, ତୁମେ ଈଶ୍ୱରଙ୍କ ବିଚାରର ସମ୍ମୁଖୀନ ହେବ ନାହିଁ ବୋଲି କଅଣ ଭାବୁଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ଆଉ, ହେ ମନୁଷ୍ୟ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ୱରଙ୍କ ବିଚାରରୁ ପଳାୟନ କରି ପାର ବୋଲି କ'ଣ ମନେ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿಯಾ ಮಾಜ್ಯಾ ದೊಸ್ತಾ, ಹಿ ಸಗ್ಳಿ ಬುರ್ಶಿ ಕಾಮಾ ಕರ್ತೆಯ್ ಅನಿ ದುಸ್ರ್ಯಾಂಚ್ಯಾ ವಿಶಯಾತ್ನಿ ನಿರ್ನಯಾ ಕರ್ತೆಯ್! ತುಕಾ ದೆವಾಚ್ಯಾ ನಿರ್ನಯಾತ್ನಾ ಚುಕ್ವುನ್ ಘೆವ್ಕ್ ಹೊತಾ ಮನುನ್ ಚಿಂತ್ಲೆ ಕಾಯ್?