Romans 2:4 — Compare Translations

7 translations compared side by side

Odia - 1840
"ପରମେଶ୍ବର ତୁମ୍ଭପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ର୍ଧୈୟ୍ଯବାନ। ପରମେଶ୍ବର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟ ରେ ଆଦୌ ଭାବୁ ନାହଁ। ଏହା ହାଇେ ପା ରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦବୋ ଉଦ୍ଦେଶ୍ଯ ରେ ପରମେଶ୍ବର ତୁମ୍ଭ ପ୍ରତି ଦୟାଳୁ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ଈଶ୍ଵରଙ୍କ କୃପା ଯେ ତୁମ୍ଭକୁ ମନପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ହୁଏତ, ତୁମେ ଈଶ୍ୱରଙ୍କ ଅସୀମ କୃପା, ଉଦାରତା ଓ ସହିଷ୍ଣୁତାକୁ ଅବଜ୍ଞା କରୁଛ। ତୁମେ ଅବଶ୍ୟ ଜାଣିଛ ଯେ, ତୁମେ ମନରେ ଅନୁତାପ ଆଣିବା ପାଇଁ ଈଶ୍ୱର ଏଡ଼େ ଦୟା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್ ತೆಚಿ ಮೊಟಿ ದಯಾ, ಸೊಸುನ್ ಘೆತಲೆ, ಮೊಟೆ ಸಮಾದಾನ್, ಹೆ ಸಗ್ಳೆ ಕಾಯ್ಬಿ ನ್ಹಯ್ ಮನುನ್ ಚಿಂತ್ಲೆ ಕಾಯ್? ದೆವ್ ಖರೆಚ್ ದಯಾಳ್ ಮನುನ್ ತುಕಾ ಗೊತ್ತ್ ಹಾಯ್, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ತುಕಾ ಪರಿವರ್ತನಾಚ್ಯಾ ವಾಟೆಕ್ ಘೆವ್ನ್ ಜಾವ್ಕ್ ಬಗುಕ್ ಲಾಗ್ಲಾ.