Romans 2:5 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ଵରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମେ ଦାମ୍ଭିକ ଓ କଠିନମନା। ତେଣୁ ଶେଷ ଦିନର ବିଚାରବେଳେ ତୁମେ ଈଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଅଧିକ କଠୋର ଦଣ୍ଡ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮ್ಚಿ ಮನಾ ಘಟ್ ಅನಿ ಬದ್ಲಿನಸಲ್ಲಿ ಹೊವ್ನ್ ಗೆಲ್ಯಾತ್. ಅನಿ ಅಶೆ ತುಮಿ ದೆವಾಚ್ಯಾ ರಾಗಾಚ್ಯಾ ಅನಿ ಖರೆಪಾನಾಚ್ಯಾ ನಿರ್ನಯಾಚ್ಯಾ ದಿಸಿ ತುಮ್ಕಾ ಗಾವ್ತಲಿ ಶಿಕ್ಷಾ ಅನಿ ಉಲ್ಲಿ ಮೊಟಿ ಕರುನ್ ಘೆವ್ಲ್ಯಾಶಿ. ತ್ಯಾ ದಿಸಿ ತುಮ್ಕಾ ಶಿಕ್ಷಾ ದಿವ್ನ್ ಹೊತಾ ಅನಿ ದೆವಾಚೊ ರಾಗ್ ಅನಿ ನಿತಿಚೊ ನಿರ್ನಯ್ ಲೊಕಾ ಬಗ್ತ್ಯಾತ್.