Romans 2:7 — Compare Translations
7 translations compared side by side
Odia - 1840
"କେତକେ ଲୋକ ପରମେଶ୍ବରଙ୍କର ମହିମା, ସମ୍ମାନ ଓ ପରମେଶ୍ବର ଦବୋକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚିନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ର୍ଧୈୟ୍ଯପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସହେି ଲୋକମାନଙ୍କୁ ପରମେଶ୍ବର ଅନନ୍ତ ଜୀବନ ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
କେତେ ଜଣ ଗୌରବ, ସମ୍ମାନ ଓ ଅମରତ୍ୱ ପ୍ରାପ୍ତି ଆଶାରେ ଧୈର୍ଯ୍ୟର ସହିତ ସତ୍କର୍ମ କରି ଯାଆନ୍ତି, ସେମାନଙ୍କୁ ଈଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ପରମେଶ୍ୱରଙ୍କର ମହିମା, ସମ୍ମାନ ଓ ପରମେଶ୍ୱର ଦେବାକୁ ଥିବା ଅନନ୍ତ ଜୀବନ ପାଇଁ ବଞ୍ଚନ୍ତି। ଯେଉଁମାନେ ସର୍ବଦା ଭଲ କାମ କରି ଧୈର୍ଯ୍ୟପୂର୍ବକ ଏହି ଗୁଡ଼ିକ ପାଇଁ ଜୀବନ ଧାରଣ କରନ୍ତି, ସେହି ଲୋକମାନଙ୍କୁ ପରମେଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಲೊಕಾ ಬರೆ ಕರುನ್ಗೆತ್ ಅನಿ ಮಾನ್, ಮಹಿಮಾ, ಅನಿ ವಾಯ್ಟ್ ನಸಲ್ಲೆ ಜಿವನ್ ಕರುನ್ಗೆತ್ ಹಾತ್; ತೆಂಕಾ ದೆವ್ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ದಿತಾ.