Romans 2:8 — Compare Translations
7 translations compared side by side
Odia - 1840
"କିନ୍ତୁ ଯେଉଁମାନେ ସ୍ବାର୍ଥପର ଓ ସତ୍ଯକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେଉଁମାନେ ସ୍ଵାର୍ଥପର, ପୁଣି ସତ୍ୟର ଅନାଜ୍ଞା-ବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନେ ସ୍ୱାର୍ଥପର, ସତ୍ପଥ ତ୍ୟାଗ କରି, ବିପଥଗାମୀ ହୁଅନ୍ତି। ସେମାନଙ୍କ ଉପରେ ଈଶ୍ୱରଙ୍କ ପ୍ରଚଣ୍ଡ କୋପ ବୃଷ୍ଟି ହେବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁମାନେ ସ୍ୱାର୍ଥପର ଓ ସତ୍ୟକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತ್ಯಾ ಹುರಲ್ಲ್ಯಾ ಚುಕ್ ಅಸಲ್ಲೆ ಕರುಸಾಟ್ನಿ, ಸ್ವಾರ್ಥಾನ್ ಬರೆ ಅಸಲ್ಲೆ ಸೊಡುನ್ ಸೊಡ್ತಲ್ಯಾ ಲೊಕಾಂಚ್ಯಾ ವರ್ತಿ ದೆವ್ ಅಪ್ನಾಚೊ ಮೊಟೊ ರಾಗ್ ಅನಿ ಆರ್ಬಾಟ್ ವೊತ್ತಾ.