Romans 2:9 — Compare Translations
7 translations compared side by side
Odia - 1840
"ମନ୍ଦକାମ କରୁଥିବା ପ୍ରେତ୍ୟକକ ଲୋକକୁ ପରମେଶ୍ବର ଦୁଃଖ ଓ ସଂକଟ ରେ ପକାଇବେ। ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଦୁଷ୍କର୍ମରେ ଲିପ୍ତ, ସେମାନଙ୍କ ପାଇଁ କ୍ଳେଶ ଓ ଯନ୍ତ୍ରଣାର ଦିନ ଆସୁଛି। ପ୍ରଥମତଃ ଇହୁଦୀ ଓ ପରେ ଅଣଇହୁଦୀମାନଙ୍କ ପାଇଁ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦକାମ କରୁଥିବା ପ୍ରତ୍ୟେକ ଲୋକକୁ ପରମେଶ୍ୱର ଦୁଃଖ ଓ ସଙ୍କଟରେ । ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
Odia IRV 2017 (ଓଡିଆ ବାଇବେଲ)
ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಾಯ್ಟ್ ಅಸಲ್ಲೆ ಕರ್ತಲ್ಯಾ ಸಗ್ಳ್ಯಾಕ್ನಿ ಪಯ್ಲೆ ಜುದೆವಾಕ್ನಿ ಅನಿ ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ದುಕ್ ಅನಿ ಸಂಕಟ್ ರ್ಹಾತಾಚ್.