Romans 3:12 — Compare Translations
7 translations compared side by side
Odia - 1840
"ସମସ୍ତେ ସତ୍ଯ ମାର୍ଗ ଭୁଲି ଯାଇଛନ୍ତି ଓ ସମସ୍ତେ ମୂଲ୍ଯହୀନ ହାଇେ ଯାଇଛନ୍ତି। ସଠାେରେ କହେି ନାହିଁ ୟିଏ ଭଲ କରେ। ଏପରିକି ଜଣେ ମଧ୍ଯ ନୁହେଁ। ଗୀତସଂହିତା 14:1-3"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକ ସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି; ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ ଈଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି; ସମସ୍ତେ ଭ୍ରଷ୍ଟ ହୋଇଛନତି। କେହି ଜଣେ ହେଲେ ସତ୍କାର୍ଯ୍ୟ କରୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ସତ୍ୟ ମାର୍ଗ ଭୁଲି ଯାଇଛନ୍ତି ଓ ସମସ୍ତେ ମୂଲ୍ୟହୀନ ହୋଇ ଯାଇଛନ୍ତି। ସେଠାରେ କେହି ନାହିଁ ଯିଏ ଭଲ କରେ। ଏପରିକି ଜଣେ ମଧ୍ୟ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ಜಾನಾ ದೆವಾಕ್ನಾ ಫಾಟಿ ಗೆಲ್ಯಾತ್; ತೆನಿ ಸಗ್ಳೆ ಜಾನಾ ಉಪಯೊಗಾಕ್ ಪಡ್ಲ್ಯಾತ್, ಕೊನ್ಬಿ ಎಕ್ಲೊ ಸೈತ್ ಬರೆ ಕರ್ತಲೊ ನಾ, ನಾಚ್ ನಾ.