Romans 3:18 — Compare Translations

7 translations compared side by side

Odia - 1840
" ସମାନଙ୍କେର ଆଖି ରେ ପରମେଶ୍ବରଙ୍କ ପ୍ରତି ଭୟ ବା ସମ୍ମାନ ଭାବ ନାହିଁ। ଗୀତସଂହିତା 36:1"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଅବା ଈଶ୍ୱରଙ୍କୁ ଭୟ କରିବା ସେମାନେ ଶିଖି ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନଙ୍କର ଆଖିରେ ପରମେଶ୍ୱରଙ୍କ ପ୍ରତି ଭୟ ବା ସମ୍ମାନ ଭାବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।”
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್ ತೆಂಚ್ಯಾ ನದ್ರೆತ್ ದೆವಾಚೆ ಭಿಂಯೆ ಮನ್ತಲೆ ನಾಚ್ ನಾ”.