Romans 3:19 — Compare Translations
7 translations compared side by side
Odia - 1840
"ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେମାନେ ତ ଜାଣୁ ଯେ, ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ଵରଙ୍କ ବିଚାରରେ ଦଣ୍ତନୀୟ ହେବ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଣୁ, ଯେଉଁମାନେ ବ୍ୟବସ୍ଥାର ଅଧୀନ, ତାହାର ସମସ୍ତ ବିଧିବିଧାନ ସେମାନେ ପାଳନ କରିବାକୁ ବାଧ୍ୟ। ଈଶ୍ୱର ଯେତେବେଳେ ସମଗ୍ର ବିଶ୍ୱର ବିଚାର କରିବେ, ବ୍ୟବସ୍ଥା ଲଙ୍ଘନକାରୀମାନେ କୌଣସି ଆଳ ଦେଖାଇ ନିଜକୁ ନିର୍ଦ୍ଦୋଷ ବୋଲି ଦର୍ଶାଇ ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದ್ಯಾತ್ನಿ ಹೊತ್ತೆ ಸಗ್ಳೆ ಖಾಯ್ದ್ಯಾಂಚ್ಯಾ ಪರ್ಕಾರ್ ಚಲ್ತಲ್ಯಾ ಸಗ್ಳ್ಯಾಕ್ನಿ ಸಮಂದ್ ಪಡ್ತಾ ಮನುನ್ ಅಮ್ಕಾ ಕಳುನ್ ಯೆಲಾ, ಅಶೆ ಮಾನ್ಸಾನಿ ದಿತಲಿ ಸಗ್ಳಿ ನೆವಾನಾ ಸೊಡುನ್, ಸಗ್ಳ್ಯಾ ಜಗಾಕುಚ್ ದೆವಾಚ್ಯಾ ಇದ್ರಾಕ್ ಝಡ್ತಿಕ್ ಹಾನುನ್ ಹೊತಾ.