Romans 3:2 — Compare Translations

7 translations compared side by side

Odia - 1840
"ହଁ ଯିହୂଦୀମାନଙ୍କଠା ରେ ଅନକେ କିଛି ବିଶଷେ ବିଷୟ ଅଛି। ସବୁଠାରୁ ମହତ୍ତ୍ବପୂର୍ଣ୍ଣ କଥା ଏହି ଯେ, ସମାନଙ୍କେୁ ସର୍ବପ୍ରଥମେ ପରମେଶ୍ବର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବପ୍ରଥମେ, ଈଶ୍ଵରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ କିଛି। ପ୍ରଥମେ, ଈଶ୍ୱର ତାଙ୍କ ବାର୍ତ୍ତାର ଦାୟିତ୍ୱ ଇହୁଦୀମାନଙ୍କ ଉପରେ ନ୍ୟସ୍ତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ହଁ ଯିହୂଦୀମାନଙ୍କଠାରେ ଅନେକ କିଛି ବିଶେଷ ବିଷୟ ଅଛି। ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ଏହି ଯେ, ସେମାନଙ୍କୁ ସର୍ବପ୍ରଥମେ ପରମେଶ୍ୱର ତାହାଙ୍କ ଉପଦେଶ ଗୁଡ଼ିକୁ ସମର୍ପିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಸಗ್ಳೆ ಸಾಂಗುಚೆ ಮಟ್ಲ್ಯಾರ್, ಲೈ ಹಾಯ್ ಸಗ್ಳ್ಯಾನ್ಕಿ ಪಯ್ಲೆ ದೆವಾಚಿ ಬರಿ ಖಬರ್ ಜುದೆವಾಂಚ್ಯಾ ತಾಬೆತ್ ದಿಲ್ಲಿ ಹೊತ್ತಿ.