Romans 3:20 — Compare Translations
7 translations compared side by side
Odia - 1840
"ଏହାର କାରଣ ହେଲା, କୌଣସି ଲୋକ ବ୍ଯବସ୍ଥା ପାଳନ କରିବା ଦ୍ବାରା ପରମେଶ୍ବରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ଯବସ୍ଥା କବଳେ ଆମ୍ଭର ପାପ ବିଷୟ ରେ ଆମ୍ଭକୁ ସାବଧାନ କରାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ବ୍ୟବସ୍ଥା ଦ୍ଵାରା ପାପର ଜ୍ଞାନ ଜନ୍ମେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବ୍ୟବସ୍ଥାର କ୍ରିୟାକର୍ମ ସାଧନ କରି କେହି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରିବ ନାହିଁ। ବ୍ୟବସ୍ଥାରୁ ମନୁଷ୍ୟ କେବଳ ପାପର ବୋଧ ପାଇଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର କାରଣ ହେଲା, କୌଣସି ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ୟବସ୍ଥା କେବଳ ଆମ୍ଭର ପାପ ବିଷୟରେ ଆମ୍ଭକୁ ସାବଧାନ କରାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಖಾಯ್ದ್ಯಾತ್ನಿ ಹೊತ್ತೆ ಸಗ್ಳೆ ಪಾಳಲ್ಲ್ಯಾ ಕೊನಾಕ್ಬಿ ದೆವಾಚ್ಯಾ ನದ್ರೆತ್ ನಿತಿವಂತ್ ಮನುನ್ ಥವ್ಕ್ ಹೊಯ್ನಾ; ಖಾಯ್ದೆ ಅಮ್ಕಾ ಅಮಿ ಪಾಪ್ ಕರ್ಲಾಂವ್ ಮನುನ್ ದಾಕ್ವುನ್ ದಿತ್ಯಾತ್.