Romans 3:21 — Compare Translations

7 translations compared side by side

Odia - 1840
"କିନ୍ତୁ ବିନା ବ୍ଯବସ୍ଥା ରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ବରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସହେି ନୂତନ ପଥ ଦଖାଇେ ଦଇେଛନ୍ତି। ଏହି ନୂତନ ପଥ ବିଷୟ ରେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତା ଆମ୍ଭକୁ କହୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏବେ ବ୍ୟବସ୍ଥା ବ୍ୟତୀତ ଈଶ୍ଵରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ନିଜ ସହିତ ମନୁଷ୍ୟର ସୁସମ୍ପର୍କ ପ୍ରତିଷ୍ଠା କରିବା ପାଇଁ ବ୍ୟବସ୍ଥା ବାହାରେ ଯାହା କରିଛନ୍ତି, ତାହା ଏବେ ପ୍ରକାଶ ପାଇଛି। ଏ ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନେ ମଧ୍ୟ ସାକ୍ଷ୍ୟ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମଣିଷମାନଙ୍କୁ ଧାର୍ମିକ କିପରି କରନ୍ତି? କିନ୍ତୁ ବିନା ବ୍ୟବସ୍ଥାରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ୱରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସେହି ନୂତନ ପଥ ଦେଖାଇ ଦେଇଛନ୍ତି। ଏହି ନୂତନ ପଥ ବିଷୟରେ ବ୍ୟବସ୍ଥା ଓ ଭବିଷ୍ୟ‌ଦ୍‌ବକ୍ତା ଆମ୍ଭକୁ କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ୱରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಲೊಕಾಕ್ನಿ ಖಾಯ್ದೆ ನಸ್ತಾನಾ ಭಕ್ತಿವಂತ್ ಮನುನ್ ದಾಕ್ವುನ್ ದಿತಲಿ ವಾಟ್ ದೆವಾನ್ ಅಪ್ನಿಚ್ ದಾಕ್ವುನ್ ದಿಲ್ಯಾನಾಯ್. ಹೆಕಾ ಮೊಯ್ಜೆಚೆ ಖಾಯ್ದೆ ಅನಿ ಪ್ರವಾದಿ ಸೈತ್ ಅಪ್ನಾಚಿ ಸಾಕ್ಷಿ ದಿತ್ಯಾತ್.