Romans 3:22 — Compare Translations

7 translations compared side by side

Odia - 1840
"ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସ ଦ୍ବାରା ପରମେଶ୍ବର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠା ରେ ବିଶାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ବର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଈଶ୍ଵରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବା ଦ୍ଵାରା ସମସ୍ତ ବିଶ୍ଵାସୀଙ୍କ ପ୍ରତି ବର୍ତ୍ତେ; କାରଣ କୌଣସି ପ୍ରଭେଦ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଲୋକେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଅନ୍ତି। ଈଶ୍ୱର କାହା ପ୍ରତି ପକ୍ଷପାତିତା ନ କରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ଏହି ସୁଯୋଗ ଦିଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಲೊಕಾಕ್ನಿ ಜೆಜು ಕ್ರಿಸ್ತಾ ವರ್‍ತಿ ತೆಂಕಾ ಹೊತ್ತ್ಯಾ ವಿಶ್ವಾಸಾಚ್ಯಾ ವೈನಾ ತೆನಿ ಭಕ್ತಿವಂತ್ ಮನುನ್ ಠರ್‍ವುತಾ. ದೆವಾನ್ ಹೆ ಕ್ರಿಸ್ತಾ ವರ್‍ತಿ ವಿಶ್ವಾಸ್ ಕರ್‍ತಲ್ಯಾ ಸಗ್ಳ್ಯಾಕ್ನಿ ಕರ್‍ಲ್ಯಾನಾಯ್, ಕಶ್ಯಾಕ್ ಮಟ್ಲ್ಯಾರ್, ಥೈ ಕಸ್ಲೊಬಿ ಅಂತರ್ ನಾ.