Romans 3:24 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ଲୋକେ ତାହାଙ୍କ ଦୃଷ୍ଟି ରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ଯର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପାପରୁ ମୁକ୍ତ ହାଇେ ଲୋକେ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ଦ୍ଵାରା ଧାର୍ମିକ ଗଣିତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱର ଖ୍ରୀଷ୍ଟଯୀଶୁଙ୍କ ଦ୍ୱାରା ବିନା ମୂଲ୍ୟରେ ଯେଉଁ ଅନୁଗହ ଦାନ ଦେଇଛନ୍ତି, ତାହା ଯେଉଁମାନେ ଗ୍ରହଣ କରନ୍ତି, ସେମାନଙ୍କୁ ପ୍ରଭୁ ଯୀଶୁ ପରିତ୍ରାଣ ଦିଅନ୍ତି ଓ ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଲୋକେ ତାହାଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ୟର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପାପରୁ ମୁକ୍ତ ହୋଇ ଲୋକେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವ್ ತೆಂಕಾ ಸೊಡ್ವುನ್ ಸ್ವತಂತ್ರ್ ಕರ್‍ತಲ್ಯಾ ಕ್ರಿಸ್ತಾ ಜೆಜುಚ್ಯಾ ವೈನಾ ಅಪ್ನಾಚ್ಯಾ ಕುರ್ಪೆಚ್ಯಾ ಫುಕೊಟ್ ದಿಲ್ಲ್ಯಾ ದೆನ್ಗಿ ವೈನಾ ತೆನಿ ಸಗ್ಳೆ ಜಾನಾ ನಿತಿವಂತ್ ಲೊಕಾ ಮನುನ್ ಠರ್‍ವುತಾ.