Romans 3:25 — Compare Translations

7 translations compared side by side

Odia - 1840
"ଲୋକମାନଙ୍କୁ ବିଶ୍ବାସ ଜରିଆ ରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ଯ ରେ ପରମେଶ୍ବର ଯୀଶୁଙ୍କୁ ପଥ ଭାବରେ ଦଇେଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ଯୁ ଦ୍ବାରା ପରମେଶ୍ବର କ୍ଷମା କରନ୍ତି। ଯୀଶୁଙ୍କୁ ଦବୋ ଦ୍ବାରା ଏହା ପ୍ରମାଣିତ କରେ ଯେ ପରମେଶ୍ବର ସର୍ବଦା ନ୍ଯାୟ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ଵାସ ଦ୍ଵାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଯୀଶୁଙ୍କୁ ଦାନ କଲେ, ଯେପରି ତାଙ୍କ ମୃତ୍ୟୁ, ତାଙ୍କଠାରେ ବିଶ୍ୱାସ କରୁଥିବା ଲୋକମାନଙ୍କର ପାପ କ୍ଷମାର ଉପାୟ ହେବ। ଈଶ୍ୱର ସହିଷ୍ଣୁ ହୋଇ ଲୋକମାନଙ୍କ ପୂର୍ବକୃତ ପାପ ଧରି ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ವೊತಲ್ಲ್ಯಾ ಅಪ್ನಾಚ್ಯಾ ರಗ್ತಾ ವೈನಾ ತೆಚೆ ವರ್‍ತಿ ವಿಶ್ವಾಸ್ ಕರ್‍ತಲ್ಯಾ ಸಗ್ಳ್ಯಾಂಚ್ಯಾ ಪಾಪಾಂಚಿ ಮಾಪಿ ಹೊಂವ್ದಿತ್ ಮನುನ್ ದೆವಾನ್ ತೆಕಾಚ್ ಒಪ್ಸುನ್ ದಿಲ್ಯಾನ್. ಫಾಟ್ಲ್ಯಾ ಕಾಲಾತ್ ದೆವಾನ್ ಮಾನ್ಸಾಕ್ನಿ ತೆಂಚ್ಯಾ ಪಾಪಾಂಚಿ ಶಿಕ್ಷಾ ಲಾವಿನಸ್ತನಾ ಸೊಸುನ್ ಘೆವ್ನ್ ಗೆಲ್ಯಾನ್.