Romans 3:28 — Compare Translations
7 translations compared side by side
Odia - 1840
"ଏହାର କାରଣ ହେଲା ଜଣେ ଲୋକ ବ୍ଯବସ୍ଥା ପାଳନ କରିବା ଦ୍ବାରା ନୁହେଁ ବରଂ ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥା ରେ ଆମ୍ଭେ ବିଶ୍ବାସ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ପ୍ରକୃତରେ ବୁଝିପାରିଛୁ ଯେ, ଜଣେ କେବଳ ତା’ର ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବ- ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಮಿಯಾ ಸಾಂಗ್ತಲೆ ಕಾಯ್ ಮಟ್ಲ್ಯಾರ್, ಅಶೆ ಖಾಯ್ದ್ಯಾತ್ನಿ ಕಾಯ್ ಹಾಯ್ ತೆ ಸಗ್ಳೆ ಪಾಳಲ್ಲ್ಯಾ ವೈನಾ ನ್ಹಯ್, ಖಾಲಿ ವಿಶ್ವಾಸಾಚ್ಯಾ ವೈನಾ ಎವ್ಡೆಚ್ ಎಕ್ ಮಾನುಸ್ ನಿತಿವಂತ್ ಮನುನ್ ಠರ್ವುನ್ ಹೊತಾ.