Romans 3:31 — Compare Translations
7 translations compared side by side
Odia - 1840
"ଏଠା ରେ ପ୍ରଶ୍ନ ଉେଠ ଯେ ଆମ୍ଭେ କ'ଣ ବିଶ୍ବାସର ମାର୍ଗ ଅନୁସରଣ କରିବା ଦ୍ବାରା ବ୍ଯବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ଯ ନୁହେଁ। ବରଂ ବ୍ଯବସ୍ଥା ଆମ୍ଭଠାରୁ ଯାହା ଆଶା କରେ, ତାହା ହବୋ ପାଇଁ ବିଶ୍ବାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ଆମ୍ଭେମାନେ କି ବିଶ୍ଵାସ ଦ୍ଵାରା ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର ଅର୍ଥ କଅଣ, ଆମେ ବିଶ୍ୱାସ ଦ୍ୱାରା ବ୍ୟବସ୍ଥାକୁ ଲୋପ କରିବାକୁ ଯାଉଛୁ? କଦାପି ନୁହେଁ। ବିଶ୍ୱାସ ଦ୍ୱାରା ଆମେ ବ୍ୟବସ୍ଥାର ଭିତ୍ତିମୂଳ ଦୃଢ଼ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ ପ୍ରଶ୍ନ ଉଠେ ଯେ ଆମ୍ଭେ କ’ଣ ବିଶ୍ୱାସର ମାର୍ଗ ଅନୁସରଣ କରିବା ଦ୍ୱାରା ବ୍ୟବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ୟ ନୁହେଁ। ବରଂ ବ୍ୟବସ୍ଥା ଆମ୍ଭଠାରୁ ଯାହା ଆଶାକରେ, ତାହା ହେବା ପାଇଁ ବିଶ୍ୱାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಮಟ್ಲ್ಯಾರ್, ವಿಶ್ವಾಸಾ ವೈನಾ ಅಮಿ ಖಾಯ್ದೆ ಧುರ್ ಕರುನ್ ಸೊಡ್ತಾಂವ್ ಮನುನ್ ಹೊಲೆ ಕಾಯ್? ನಾ, ಕನ್ನಾಚ್ ನಾ; ಹೆಚ್ಯಾ ಬದ್ಲಾಕ್ ಅಮಿ ಖಾಯ್ದೆ ಘಟ್ಟ್ ಕರುನ್ಗೆತ್ ಜಾವ್ಕ್ ಲಾಗ್ಲಾಂವ್.