Romans 3:5 — Compare Translations

7 translations compared side by side

Odia - 1840
"ଆମ୍ଭେ ଯେତବେେଳେ ଭୁଲ କରୁ, ସେଥିରୁ ସ୍ପଷ୍ଟ ଭାବରେ ଜଣା ପଡ଼େ ଯେ ପରମେଶ୍ବର ହେଉଛନ୍ତି ଠିକ୍। ସେଥିପାଇଁ ପରମେଶ୍ବର ଯେତବେେଳେ ଆମ୍ଭକୁ ଦଣ୍ଡ ଦିଅନ୍ତି, କଣ ଆମ୍ଭେ କହି ପାରିବା ଯେ, ସେ ଅନ୍ଯାଯୀ? ମୁଁ କେତକେ ଲୋକଙ୍କ ଭାବିବାର ଢ଼ଙ୍ଗ ବିଷୟ ରେ କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ଵରଙ୍କ ଧାର୍ମିକତା ସପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ଵର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟ ଭାବରେ କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଠାରେ ଗୋଟିଏ ପ୍ରଶ୍ନ ହୋଇପାରେ, “ଯଦି ଆମର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଈଶ୍ୱର ଆମକୁ ଦଣ୍ଡ ଦେଇ ଅନ୍ୟାୟ କରୁଛନ୍ତି ବୋଲି କହି ପାରିବା କି?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯେତେବେଳେ ଭୁଲ୍ କରୁ, ସେଥିରୁ ସ୍ପଷ୍ଟ ଭାବରେ ଜଣା ପଡ଼େ ଯେ ପରମେଶ୍ୱର ହେଉଛନ୍ତି ଠିକ୍। ସେଥିପାଇଁ ପରମେଶ୍ୱର ଯେତେବେଳେ ଆମ୍ଭକୁ ଦଣ୍ଡ ଦିଅନ୍ତି, କ’ଣ ଆମ୍ଭେ କହି ପାରିବା ଯେ, ସେ ଅନ୍ୟାୟୀ? ମୁଁ କେତେକ ଲୋକଙ୍କ ଭାବିବାର ଢଙ୍ଗ ବିଷୟରେ କହୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ବର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟର ବିଚାର ଅନୁସାରେ କହୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟ ଭାବରେ କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಮಿ ಕರ್‍ತಲ್ಯಾ ಚುಕೆಚ್ಯಾ ಕಾಮಾಂಚ್ಯಾ ವೈನಾ ದೆವ್ ಕರ್‍ತಲೆ ಸಮಾ ಹಾಯ್ ಮನುನ್ ದಿಸುನ್ ಯೆತಾ. ಹೊಲ್ಯಾರ್ ಕಾಯ್ ಹೊಲೆ? ದೆವಾನ್ ಅಮ್ಕಾ ಶಿಕ್ಷಾ ದಿಲ್ಲ್ಯಾ ತನ್ನಾ ದೆವಾನ್ ಚುಕ್ ಕರ್‍ಲ್ಯಾನ್ ಮನುಕ್ ಹೊತಾ ಕಾಯ್? ಸಹಜ್ ರಿತಿನ್ ಇಚಾರ್ತಲೆ ಸವಾಲ್ ಹೆ.