Romans 3:7 — Compare Translations

7 translations compared side by side

Odia - 1840
"ଜଣେ ଲୋକ କହି ପରେ, ଯେତବେେଳେ ମୁଁ ମିଛ ତାହା ତା ହେ ପ୍ରକୃତ ରେ ପରମେଶ୍ବରଙ୍କୁ ଅଧିକତର ମହିମା ପ୍ରଦାନ କରେ, କାରଣ ମାେ ମିଛ, ପରମେଶ୍ବରଙ୍କ ସତ୍ଯକୁ ପ୍ରକାଶ କରେ। ସେଥିପାଇଁ ମାେତେ ପାପୀ ବୋଲି କାହିଁକି ବିଚ଼ାର କରାଗଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ମୋହର ମିଥ୍ୟା ଦ୍ଵାରା ଈଶ୍ଵରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୁଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ମୋର ଅସତ୍ୟତା ଦ୍ୱାରା ଈଶ୍ୱରଙ୍କ ସତ୍ୟପରାୟଣତା ଅଧିକ ସ୍ପଷ୍ଟ ରୂପେ ପ୍ରକାଶିତ ହୁଏ ଓ ସେ ଗୌରବାନ୍ୱିତ ହୁଅନ୍ତି, ମୁଁ ପାପୀ ବୋଲି କାହିଁକି ଦଣ୍ଡନୀୟ ହେବି?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ କହିପାରେ, “ଯେତେବେଳେ ମୁଁ ମିଛ କହେ ତାହା ପ୍ରକୃତରେ ପରମେଶ୍ୱରଙ୍କୁ ଅଧିକତର ମହିମା ପ୍ରଦାନକରେ, କାରଣ ମୋ’ ମିଛ, ପରମେଶ୍ୱରଙ୍କ ସତ୍ୟକୁ ପ୍ରକାଶ କରେ।” ସେଥିପାଇଁ ମୋତେ ପାପୀ ବୋଲି କାହିଁକି ବିଗ୍ଭର କରାଗଲା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ୱରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಾಜ್ಯಾ ಝುಟ್ಯಾ ವೈನಾ ದೆವಾಚ್ಯಾ ಮಹಿಮೆಚೆ ಖರೆ ಅನಿ ಉಲ್ಲೆ ಬರ್‍ಯಾ ರಿತಿನ್ ದಿಸುನ್ ಯೆತಾ ಹೊಲ್ಯಾರ್ ಕಾಯ್ ಹೊಲೆ? ಮಿಯಾ ಅಜುನ್‍ಬಿ ಎಕ್ ಪಾಪಿ ಮನುನ್ ಕಶ್ಯಾಕ್ ದಾಕ್ವುನ್ ದಿವ್ಕ್ ಪಾಜೆ?