Romans 3:8 — Compare Translations
7 translations compared side by side
Odia - 1840
"ଏହି ସମାନ କଥା କହିବା ହେଲା, ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା' ଦ୍ବାରା ଭଲ ଆସିବ। ଅନକେ ଲୋକ ଆମ୍ଭକୁ ସମାଲୋଚ଼ନା କରନ୍ତି ଓ ମିଛ ରେ କୁହନ୍ତି ଯେ ଆମ୍ଭେ ସହେି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସମାନେେ ଠିକ୍ ନୁହଁନ୍ତି ଓ ସମାନଙ୍କେୁ ଦଣ୍ଡ ଦବୋ ଉଚ଼ିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ତ ଯଥାର୍ଥ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ କାହିଁକି ନ କହିବା, “ଆସ କୁକର୍ମ କରିବା, ଏଥିରୁ ସୁଫଳ ମିଳିବ?” ମୁଁ ଠିକ୍ ଏଭଳି କଥା କହୁଛି ବୋଲି ଅଭିଯୋଗ କରି କେତେକେ ମୋତେ ଅପମାନିତ କରୁଛନ୍ତି। ସେମାନେ ଏଥିପାଇଁ ଯେଉଁ ଦଣ୍ଡ ପାଇବା କଥା, ନିଶ୍ଚୟ ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମାନ କଥା କହିବା ହେଲା, “ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା’ ଦ୍ୱାରା ଭଲ ଆସିବ।” ଅନେକ ଲୋକ ଆମ୍ଭକୁ ସମାଲୋଚନା କରନ୍ତି ଓ ମିଛରେ କୁହନ୍ତି ଯେ ଆମ୍ଭେ ସେହି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସେମାନେ ଠିକ୍ ନୁହନ୍ତି ଓ ସେମାନଙ୍କୁ ଦଣ୍ଡ ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ ಬರೆಪಾನ್ ಯೆವ್ಸಾಟ್ನಿ ಅಮಿ ಬುರ್ಶೆ ಕಶ್ಯಾಕ್ ಕರುಚೆ ನ್ಹಯ್? ಹಿ ಸಗ್ಳಿ ವಿಶಯಾ ಸಾಂಗುನ್ ಉಲ್ಲಿ ಲೊಕಾ ಮಾಕಾ ತಿರಸ್ಕಾರ್ ಕರುನ್ ಅವ್ಮಾನ್ ಕರುಲ್ಯಾತ್! ಅಶೆ ಕರ್ತಲ್ಯಾ ತೆಂಕಾ ತೆನಿ ಕರಲ್ಲ್ಯಾಕ್ ಶಿಕ್ಷಾ ದಿತಲೆ ಸಮಾಚ್ ಹಾಯ್.