Romans 3:9 — Compare Translations

7 translations compared side by side

Odia - 1840
"ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସମାନେେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ; କାରଣ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ କଅଣ ଇହୁଦୀମାନଙ୍କର ଅବସ୍ଥା ଅଣଇହୁଦୀମାନଙ୍କଠାରୁ ଅଧିକ ଭଲ? ଆଦୌ ନୁହେଁ। ମୁଁ ଆଗରୁ ଦର୍ଶାଇଛି ଯେ, ଉଭୟେ ଇହୁଦୀ ଓ ଅଣଇହୁଦୀ ପାପର କବଳରେ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ଦୋଷୀ ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କ’ଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସେମାନେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Odia IRV 2017 (ଓଡିଆ ବାଇବେଲ)
ତେବେ କ'ଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್, ಅಮಿ ಜುದೆವ್ ಲೊಕಾ, ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚ್ಯಾನಿಕಿ ಬರ್‍ಯಾ ಸ್ಥಿತಿರ್ ಹಾಂವ್ ಕಾಯ್? ನಾ ಕನ್ನಾಚ್ ನಾ! ಜುದೆವ್ ಲೊಕಾ ಅನಿ ತಸೆಚ್ ಜುದೆವ್ ನ್ಹಯ್ ಹೊತ್ತಿ ಲೊಕಾ ಸಗ್ಳ್ಯೆಜಾನಾ ಪಾಪಾಚ್ಯಾ ಅದಿಕಾರಾಚ್ಯಾ ಖಾಲ್ತಿ ಹಾತ್ ಮನುನ್ ಮಿಯಾ ತುಮ್ಕಾ ಪಯ್ಲೆಚ್ ದಾಕ್ವುನ್ ದಿಲಾ.