Romans 4:1 — Compare Translations
7 translations compared side by side
Odia - 1840
"ତା' ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରାହାମଙ୍କ ବିଷୟ ରେ କ'ଣ କହି ପାରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଆଦି ପିତା ଅବ୍ରାହାମଙ୍କ ବିଷୟରେ କ’ଣ କହିବା?
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କର ଉଦାହରଣ ତା’ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରହାମଙ୍କ ବିଷୟରେ କ’ଣ କହି ପାରିବା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?
Odia IRV 2017 (ଓଡିଆ ବାଇବେଲ)
ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷ ଅବ୍ରହାମ କ'ଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಅಮ್ಚ್ಯಾ ಕುಳಿಚ್ಯಾ ಬಾಬಾ ಅಬ್ರಾಹಾಮಾಚ್ಯಾ ವಿಶಯಾತ್ ಅಮಿ ಕಾಯ್ ಮನುಕ್ ಹೊತಾ? ವಿಶ್ವಾಸಾಚ್ಯಾ ವಿಶಯಾತ್ ತೆಚೊ ಅನ್ಬೊಗ್ ಕಾಯ್?