Romans 4:10 — Compare Translations
7 translations compared side by side
Odia - 1840
"ଏହା ଘଟିଲା କିପରି? ପରମେଶ୍ବର ଅବ୍ରାହାମଙ୍କୁ ସୁନ୍ନତ ହବୋପରେ ଗ୍ରହଣ କଲେ, ନା ସୁନ୍ନତ ହବୋ ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହାଇେ ସାରିଲା ପରେ ଏହା ପ୍ରକୃତ ରେ ଘଟିନାହିଁ, କିନ୍ତୁ ସେ ସୁନ୍ନତ ନ ହାଇେଥିଲା ବେଳେ ଏହା ଘଟିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କେଉଁ ସମୟରେ ଘଟିଥିଲା? ଅବ୍ରାହମ ସୁନ୍ନତ ହେବା ପରେ ନା, ତା’ ପୂର୍ବରୁ? ପୂର୍ବରୁ, ପରେ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ।
Odia IRV 2017 (ଓଡିଆ ବାଇବେଲ)
ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಘಡಲ್ಲೆ ಕನ್ನಾ? ಅಬ್ರಾಹಾಮಾಚಿ ಸುನ್ನತ್ ಹೊವ್ಚ್ಯಾ ಅದ್ದಿ ಕಾಯ್ ಮಾನಾ? ಹೆ ಸಗ್ಳೆ ಘಡಲ್ಲೆ ಸುನ್ನತ್ ಹೊವ್ಚ್ಯಾ ಅದ್ದಿ, ಸುನ್ನತ್ ಹೊಲ್ಲ್ಯಾ ಮಾನಾ ನೈಯ್.