Romans 4:12 — Compare Translations
7 translations compared side by side
Odia - 1840
"ଅସୁନ୍ନତ ଲୋକଙ୍କର ପିତା ମଧ୍ଯ ଅବ୍ରାହାମ। ସୁନ୍ନତ ହାଇେଥିବା କାରଣରୁ ଅବ୍ରାହାମ ସମାନଙ୍କେର ପିତା ନୁହଁନ୍ତି। ସୁନ୍ନତ ହବୋ ପୂର୍ବରୁ ଅବ୍ରାହାମଙ୍କର ଯେଉଁ ବିଶ୍ବାସ ଥିଲା, ଯଦି ସମାନେେ ମଧ୍ଯ ସହେି ବିଶ୍ବାସ ଗ୍ରହଣ କରନ୍ତି, ତା' ହେଲେ ଅବ୍ରାହାମ ସମାନଙ୍କେର ପିତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ଵାସ ଥିଲା, ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଅବ୍ରାହାମ ସୁନ୍ନତ ହେବା ପୂର୍ବରୁ ଯେଉଁ ବିଶ୍ୱାସର ପରିଚୟ ଦେଇଥିଲେ, ଯଦି ସୁନ୍ନତ ହୋଇ ନ ଥିବା ଲୋକମାନେ ନିଜ ଜୀବନରେ ସେହି ପ୍ରକାର ବିଶ୍ୱାସ ଦେଖାଇ ପାରିବେ, ଅବ୍ରାହାମ ସେମାନଙ୍କର ମଧ୍ୟ ପିତା।
Odia Bible ERV 2004 (ପବିତ୍ର ବାଇବଲ)
ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା’ହେଲେ ଅବ୍ରହାମ ସେମାନଙ୍କର ପିତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇ ପାରନ୍ତି, ଅର୍ଥାତ୍ ଯେଉଁମାନେ ସୁନ୍ନତ ପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಬಾಬಾ ಅಬ್ರಾಹಾಮಾನ್ ತೆನಿ ಸುನ್ನತ್ ಹೊವ್ಲ್ಯಾ ಅದ್ದಿ ಧರಲ್ಲ್ಯಾ ವಿಶ್ವಾಸಾಚ್ಯಾ ವಾಟೆನ್ ತೆನಿ ಚಲ್ತ್ಯಾತ್ ತಸೆಮನುನ್ ತೊ ಸುನ್ನತ್ ಕರುನ್ ಘೆಟಲ್ಲ್ಯಾಂಚೊಬಿ ಅನಿ ಸುನ್ನತ್ ಕರುನ್ ಘೆಯ್ನಸಲ್ಲ್ಯಾಂಚೊಬಿ ಆತ್ಮಿಕ್ ಬಾಬಾ ಹೊವ್ನ್ ಹಾಯ್.