Romans 4:13 — Compare Translations

7 translations compared side by side

Odia - 1840
"ଅବ୍ରାହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସମାନେେ ସଂସାରର ଉତ୍ତରାଧିକାରୀ ହବେେ। କିନ୍ତୁ ଅବ୍ରାହାମ ଏହି ପ୍ରତିଶ୍ରୁତି ବ୍ଯବସ୍ଥା ପାଳନ କରିଥିବାରୁ ମିଳି ନଥିଲା। ବିଶ୍ବାସ ଦ୍ବାରା ସେ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅବ୍ରହାମ କିମ୍ଵା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ଵାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ଵାସର ଧାର୍ମିକତା ଦ୍ଵାରା ଦିଆଯାଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବ୍ରାହାମ ବ୍ୟବସ୍ଥା ପାଳନ କରିଥିବା ହେତୁ ନୁହେଁ। କେବଳ ତାଙ୍କ ବିଶ୍ୱାସ ଲାଗି ଈଶ୍ୱରଙ୍କ ଦ୍ୱାରା ଧାର୍ମିକରୂପେ ଗୃହୀତ ହୋଇଥିଲେ ଓ ସେଥିପାଇଁ ସେ ଓ ତାଙ୍କ ବଂଶଧରମାନେ ପୃଥିବୀର ଅଧିକାରୀ ହେବେ ବୋଲି ଈଶ୍ୱର ପ୍ରତିଜ୍ଞା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ପ୍ରତିଜ୍ଞା ପ୍ରାପ୍ତ ଅବ୍ରହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସେମାନେ ସଂସାରର ଉତ୍ତରାଧିକାରୀ ହେବେ। କିନ୍ତୁ ଅବ୍ରହାମ ଏହି ପ୍ରତିଶ୍ରୁତି ବ୍ୟବସ୍ଥା ପାଳନ କରିଥିବାରୁ ମିଳି ନ ଥିଲା। ବିଶ୍ୱାସ ଦ୍ୱାରା ସେ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ଅବ୍ରହାମ କିମ୍ବା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಬ್ರಾಹಾಮಾಕ್ ಅನಿ ತೆಚ್ಯಾ ಘರಾನ್ಯಾಕ್ನಿಚ್ಯಾ ಹ್ಯೊ ಸಗ್ಳೊ ಜಗ್ ತುಕಾ ಸಮಂದ್ ಪಡಲ್ಲೊ ಹಾಯ್ ಮನುನ್ ಗೊಸ್ಟ್ ದಿಲ್ಯಾನ್, ತನ್ನಾ ದೆವಾನ್ ಅಬ್ರಾಹಾಮಾನ್ ಖಾಯ್ದೆ ಪಾಳಲ್ಲ್ಯಾನ್ ಮನುನ್ ತಸೆ ಕರುಕ್ ನಾ; ತೆನಿ ವಿಶ್ವಾಸ್ ಕರ್‍ಲ್ಯಾನ್ ಅನಿ ದೆವಾನ್ ತೆಕಾ ಖರ್ಯ್ಯಾ ವಾಟೆನ್ ಚಲ್ತಲೊ ಮನುನ್ ಘೆಟಲ್ಲ್ಯಾನ್ ಮನುನ್ ತೆನಿ ಅಶೆ ಕರ್‍ಲ್ಯಾನ್.